ରାଜ୍ୟ

ଏଚଏମପିଭିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ରାଜ୍ୟ ସରକାର

Spread the love

ଏଚଏମପିଭି ଭାଇରସ୍‌କୁ ନେଇ ଆସନ୍ତା ବୁଧବାର ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ବୁଧବାର ହେବାକୁ ଥିବା ଏହି ବୈଠକରେ ସମସ୍ତ ଜିଲ୍ଲାର ସ୍ଥିତି ଓ ପ୍ରସ୍ତୁତିକୁ ନେଇ ଆଲୋଚନା କରିବ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ।

ଏଚଏମପିଭି ଭୂତାଣୁ ନେଇ କେନ୍ଦ୍ର ଗାଇଡଲାଇନକୁ ଅପେକ୍ଷା କରାଯାଇଛି । ଗାଇଡ ଲାଇନ ଆସିଲେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରିବେ ରାଜ୍ୟ ସରକାର । ଏଯାଏଁ କେନ୍ଦ୍ର ନିକଟରୁ କୌଣସି ଗାଇଡଲାଇନ ଆସିନି । କେନ୍ଦ୍ର ଓ ଏନସିଡିସିର ବୈଷୟିକ ପରାମର୍ଶଦାତା କମିଟିର ନିର୍ଦ୍ଦେଶକୁ ଅପେକ୍ଷା କରାଯାଇଛି ।

Leave a Reply

Your email address will not be published. Required fields are marked *