ରାଜ୍ୟ

ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

Spread the love

ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଅପଡେଟ ଦେଇଛନ୍ତି । ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ । ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପରେ ମଧ୍ୟ କେୱାଇସି ଅପଡେଟ କଲେ କିମ୍ଭା ଅପ୍ଟ ଇନ କଲେ ଯୋଜନାରେ ସାମିଲ ହୋଇ ପାରିବେ ହିତାଧିକାରୀ । କେହି ବି ଜଣେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦିଆଯିବନି ବୋଲି ପ୍ରଭାତୀ ପରିଡା କହିଛନ୍ତି ।ଚତୁର୍ଥ ପର୍ଯ୍ୟାୟ ପୂର୍ବରୁ କେଓ୍ବାଇସି ଅପଡେଟ୍ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a Reply

Your email address will not be published. Required fields are marked *