ରାଜ୍ୟ

କଟକ ଏସସିବିରେ ଡାକ୍ତରଙ୍କୁ ଦୁର୍ବ୍ୟବହାର ଅଭିଯୋଗ

Spread the love

ଗତକାଲି ବିଳମ୍ବିତ ରାତିରେ ନିଶାସକ୍ତ ଅବସ୍ଥାରେ ତିନି ଜଣ ଏସସିବି କାଜୁଆଲିଟ ଆସିଥିଲେ ।  କୁକୁର କାମୁଡ଼ାରେ ଆହତ ହୋଇ ଚିକିତ୍ସା ପାଇଁ ଆସିଥିଲେ।  ସେମାନଙ୍କର ଚିକିତ୍ସା ମଧ୍ୟ କରାଯାଇଥିଲା, କିନ୍ତୁ ସେମାନେ କାର୍ଯ୍ୟରତ ଡାକ୍ତରଙ୍କୁ ଗାଳି ଗୁଲଜ କରିବା ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏନେଇ ଏସସିବି ଫାଣ୍ଡିରେ ଅଭିଯୋଗ ପରେ ୨ଜଣଙ୍କୁ ଅଟକ ରଖାଯାଇଛି ।ଘଟଣାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠା ପାଇଁ ଚେତାବନୀ ଦେଇଛନ୍ତି । ଯଦି ଆଗାମୀ ଦିନରେ କଠୋର କାର୍ଯ୍ୟାନୁଷ୍ଠ ନହୁଏ, ତେବେ ଡାକ୍ତରମାନେ ଆନ୍ଦୋଳନର ଧମକ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *