ରାଜ୍ୟ

ନିହତ ନକ୍ସଲଙ୍କ ମଧ୍ୟରୁ ୧୨ ଜଣଙ୍କର ମିଳିଲା ପରିଚୟ

Spread the love

ନୂଆପଡା  ଓ ଛତିଶଗଡ଼ ଗରିଆବନ୍ଧ ସୀମା କୁଲାରିଘାଟ ଜଙ୍ଗଲରେ ହୋଇଥିବା ନକ୍ସଲ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ଚଳପତି ସମେତ ୧୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା | ଏଥିମଧ୍ୟରୁ ୧୨ଜଣଙ୍କ ପରିଚୟ ମିଳିଛି | ବଡ କଥା ଯେ ମୃତକଙ୍କ ମଧ୍ୟରେ ଜଣେ କଟକ ଜିଲ୍ଲା ନିଆଳି କୁଲାଶ୍ରୀର ବୋଲି ଜଣାପଡିଛି | ଏହି ନକ୍ସଲର ନାମ ଆଲୋକ ଓରଫ ମୁନ୍ନା ହୋଇଥିବାବେଳେ ତା ମୁଣ୍ଡ ଉପରେ ୧୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା |

Leave a Reply

Your email address will not be published. Required fields are marked *