ରାଜ୍ୟ

ଆଜିଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ

Spread the love

ଏସ୍‌ଆଇ ପୁଣିଥରେ ଆଜିଠାରୁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ କରିବ। ଶ୍ରୀମନ୍ଦିର ପ୍ରଶାସନ ଚିଠିକ୍ରମେ ଗତ ଜାନୁଆରି ୨୬ ପର୍ଯ୍ୟନ୍ତ ଏଏସ୍‌ଆଇ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରଖିଥିଲା। ଆଜି ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ ବୋଲି ଜଣାଯାଇଛି। ଆଜି ଦିନ ୧୨ଟା ପରେ ମରାମତି କାମ ଆରମ୍ଭ ହେବ ବୋଲି କୁହାଯାଉଛି।

Leave a Reply

Your email address will not be published. Required fields are marked *