ରାଜ୍ୟ

ରାଜ୍ୟରେ କଲବଲ କରିଛି କୁହୁଡ଼ି

Spread the love

ରାଜ୍ୟରେ କଲବଲ କରିଛି କୁହୁଡ଼ି।ସୀମା ଉତ୍ତେଜନା, ଇରାନରେ ଆଫଗାନିସ୍ତାନ ଶରଣାର୍ଥୀଙ୍କ ପ୍ରତି ବ୍ୟବହାର ଏବଂ ଜଳ ପ୍ରସଙ୍ଗରେ ଆଲୋଚନା କରିବା ପାଇଁ ତାଲିବାନର ବରିଷ୍ଠ ଅଧିକାରୀମାନେ ରବିବାର ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚିଙ୍କୁ ଭେଟିଛନ୍ତି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି। ମଧ୍ୟରାତ୍ରିରୁ ସକାଳ ୮ଟା ପର୍ଯ୍ୟନ୍ତ ଘନ କୁହୁଡ଼ିର ପ୍ରଭାବ ରହିବ ବୋଲି କୁହାଯାଇଛି। ୨୪ ଘଣ୍ଟା ପର୍ଯ୍ୟନ୍ତ ବା ୨୮ ତାରିଖ ସକାଳ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ଏସବୁକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିରେ ବିଶେଷ କରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ ଓ କଳାହାଣ୍ଡି ରହିଛି।

Leave a Reply

Your email address will not be published. Required fields are marked *