ଶିମିଳିପାଳ ଅଭୟାରଣ୍ୟ ଭିତରେ କୁଙ୍କି ହାତୀ ଭବାନୀର ମୃତ୍ୟୁ
ଶିମିଳିପାଳ ଅଭୟାରଣ୍ୟ ଭିତରେ କୁଙ୍କି ହାତୀ ଭବାନୀର ମୃତ୍ୟୁ । ଅଭୟାରଣ୍ୟ ଭିତରେ ଜେନାବିଲ ଠାରେ ତାକୁ ରଖାଯାଇଥିଲା ଗତ ୨୦୦୧ ମସିହା ରେ ଶିମିଳିପାଳକୁ ଏକ ସାଙ୍ଗରେ କର୍ଣ୍ଣାଟକରୁ ତିନୋଟି ହାତୀ ଶୋଭା ଭବାନୀ ଓ ମହେନ୍ଦ୍ରକୁ ଅଣାଯାଇଥିଲା । ଗତ କିଛି ମାସ ପୂର୍ବରୁ ଶୋଭାର ମୃତ୍ୟୁ ହୋଇଥିବା ବେଳେ ଗତ ଜାନୁଆରୀ ୧୨ ତାରିଖ ରେ ମହିନ୍ଦ୍ରାର ମୃତ୍ୟୁ ହୋଇଥିଲା । ତେବେ ଆଜି ଭବାନୀର ମୃତ୍ୟୁ ସମ୍ପର୍କରେ ଖବର ପାଇ ପରିବେଶବିତ୍ ମାନେ ଉଦବେଗ ପ୍ରକାଶ କରିଛନ୍ତି

