ରାଜ୍ୟ

୮ ବର୍ଷର ଶିଶୁ କନ୍ୟାକୁ ପାଦରେ ଦଳି ଦେଲା ଦନ୍ତା

Spread the love

ଘରେ ପଶି ୮ ବର୍ଷର ଶିଶୁ କନ୍ୟାକୁ ଦନ୍ତା ହାତୀ ଦଳି ଦେବାରୁ ତା’ର ମୃତ୍ୟୁ ଘଟିଛି ।  ମୋଟଙ୍ଗ ଥାନା ହାଣ୍ଡିଫୁଟା ଗାଁରେ ହାତୀର ଉପଦ୍ରବ ଦେଖାଯାଇଛି । ହାତୀ ଆକ୍ରମଣରୁ ପରିବାରର ଅନ୍ୟ ୨ ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।  ଶିଶୁ କନ୍ୟା ମୃତ୍ୟୁ ପରେ ହିନ୍ଦୋଳ ଗୁଡିଆକାଟେଣୀ ମୁଖ୍ୟରାସ୍ତାକୁ ଅଞ୍ଚଳବାସୀ ଅବରୋଧ କରିଛନ୍ତି । ଖବର ପାଇ ବନବିଭାଗ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।  ପୋଲିସ ଓ ବନବିଭାଗ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

Leave a Reply

Your email address will not be published. Required fields are marked *