ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ।ତୋଶାଳୀ ଭବନରେ ବିଧିବଦ୍ଧ ଭାବେ ଦାୟିତ୍ବ ନେଲେ । ଏଣିକି ଦାୟିତ୍ୱ ତୁଲାଇବେ ଅବସରପ୍ରାପ୍ତ ଆଇଏଏସ୍ ମଧୁସୂଦନ ପାଢ଼ୀ । ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା କମିଶନର ପଦ ।ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ ।