ଦେଶ ବିଦେଶ

କମିଲା ଏଲପିଜି ସିଲିଣ୍ଡର ଦର

Spread the love

ବଜେଟ ପୂର୍ବରୁ ଗ୍ରାହକଙ୍କ ପାଇଁ ଖୁସି ଖବର । ୭ ଟଙ୍କା କମିଲା କମର୍ସିଆଲ ଗ୍ୟାସ୍ ଦର । ତେବେ ଅନ୍ଦାଜ ଇଣ୍ଡିଆନ ଅଏଲ କର୍ପୋରେସନ ୱେବସାଇଟ ଅନୁଯାୟୀ, ୧୯ କେଜି କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌ ୭ ଟଙ୍କା କମିଛି । ଆଜି ସକାଳ ୬ଟାରୁ ନୂଆ ଦର ଲାଗୁ ହୋଇଛି ।ଅଏଲ୍‌ ମାର୍କେଟିଂ କମ୍ପାନୀ ଗୁଡ଼ିକ ଆଜିଠୁ ଏହି ଦର ହ୍ରାସ ନେଇ ଘୋଷଣା କରିଛନ୍ତି । ଦାମ୍‌ ହ୍ରାସ ପରେ ରାଜଧାନୀ ଦିଲ୍ଲୀରେ ୧୯ କେଜି କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌ ଏବେ ୧୭୯୭ ଟଙ୍କା ହୋଇଛି । 

Leave a Reply

Your email address will not be published. Required fields are marked *