ରାଜ୍ୟ

କଣ୍ଟେନରକୁ ପଛ ପଟୁ ଧକ୍କା ଦେଇଥିଲା କଣ୍ଟେନର

Spread the love

ବାଲେଶ୍ବର ଜଳେଶ୍ବର ଥାନା ୬୦ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ବାଇପାସ୍ ନିକଟରେ  ଦୁର୍ଘଟଣା ।  କଣ୍ଟେନରକୁ ପଛ ପଟୁ ଧକ୍କା ଦେଇଥିଲା କଣ୍ଟେନର । ଗାଡି ଭିତରେ ଚାପି ହୋଇଥିଲେ ଡ୍ରାଇଭର ।  ଦୁଇ ଘଣ୍ଟା ପରେ ଉଦ୍ଧାର କଲା ଅଗ୍ନିଶମ ବାହିନୀ ।  ଗ୍ୟାସ କଟରରେ କାଟି ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇଛି । ଜଲେଶ୍ବର ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗ୍ୟାସ କଟର ଦ୍ବାରା କାଟି ଡ୍ରାଇଭରକୁ ଉଦ୍ଧାର କରିଥିଲେ।  ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।

Leave a Reply

Your email address will not be published. Required fields are marked *