ରାଶିଫଳ

କେମିତି କଟିବ ଆଜିର ଦିନ…

Spread the love

ମେଷ

ଅଶ୍ୱନୀ – ଦାମ୍ପତ୍ୟ ଜୀବନରେ ସାମଞସ୍ୟ ବଜାୟ ରହିବ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ ।
ଦ୍ୱିଜା – ଅଫିସ୍ କାମକୁ ଠିକ୍ ସମୟରେ ଶେଷ କରିବା ପାଇଁ ଚେଷ୍ଟା କରିବେ। କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ
କୃତିକା – ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ମାଲିମକନ୍ଦମାରେ ସାମାନ୍ୟ ସଫଳତା ମିଳିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ବୃଷ

କୃତିକା – ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଘର ଲୋକଙ୍କ ସାହାର‌୍ୟ୍ୟରେ ଅଧୁରା କାମ ପୂରା କରିବେ । ବ୍ୟବସାୟରେ ତ୍ୱରିତ ନିଷ୍ପତି ଲାଭପ୍ରଦ ହେବ
ରୋହିଣୀ – ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଛାତ୍ରଛାତ୍ରି କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ ।
ମୃଗଶିରା – ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ମିଥୁନ

ମୃଗଶିରା – ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।
ଆଦ୍ରା – ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ
ପୁନର୍ବସୁ – ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି । ଆୟନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

କର୍କଟ

ପୁନର୍ବସୁ – ପ୍ରେମ ପ୍ରସଂଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର ଲାଭ ମିଳିବ
ପୁଷ୍ୟା – ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ
ଅଶ୍ଳେଷା – ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ

ମଘା – ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର‌୍ୟ୍ୟରେ ରୁଚି ବଢିବ
ପୂ , ଫାଲଗୁନୀ – ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।
ଉ ,ଫାଲଗୁନୀ – ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

କନ୍ୟା-

ଉ , ଫାଲଗୁନୀ – ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ । ଅଫିସ୍ରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ
ହସ୍ତା – ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।
ଚିତ୍ରା – ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ

ତୁଳା –

ଚିତ୍ରା – ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ
ସ୍ୱାତୀ – ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଚାକିରିରେ ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ
ବିଶାଖା – ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇପାରନ୍ତି । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ବିଛା

ବିଶାଖା – ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର‌୍ୟ୍ୟରେ ଲାଭ ହେବ
ଅନୁରାଧା – କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ
ଜ୍ୟେଷ୍ଠା – ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ

ମୂଳା – ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କୃଷି ପଶୁରେ ଉନ୍ନତି ଓ ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ
ପୂ , ଷାଢା – ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । କାରବାରରେ ଆପଣଙ୍କୁ ଲାଭ ହୋଇପାରେ । ରାଜନୈତିକତା ଉତ୍ପରତା ବଢିବ ।
ଉ , ଷାଢା – ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ । ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର

ଉ , ଷାଢା – ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ
ଶ୍ରବଣା – ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ
ଧନିଷ୍ଠା – ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ

ଧନିଷ୍ଠା – ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।
ଶତଭିଷା – ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ । ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ
ପୂ , ଭାଦ୍ରପଦ – ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରାଶି କୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ

ମୀନ
ପୂ , ଭାଦ୍ରପଦ – ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।
ଉ , ଭଦ୍ରପଦ – ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।
ରେବତୀ – ଆକସ୍କିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Leave a Reply

Your email address will not be published. Required fields are marked *