ଆଞ୍ଚଳିକ

କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି, ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା

Spread the love

ମଙ୍ଗଳବାର ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା । କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବିରେ ବନ୍ଦ ଡାକରା ଦିଆଯାଇଛି । କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି ଡାକରାରେ ଏହି ବନ୍ଦ ପାଳନ କରାଯାଉଛି । ଦୋକାନ, ଵଜାର, ସ୍କୁଲ, କଲେଜ, ସରକାରୀ- ବେସରକାରୀ କାର୍ଯ୍ୟଳୟ, ବ୍ୟାଙ୍କ, ତହସିଲ, ଟ୍ରେଜେରୀ ଭଳି ଅନ୍ୟ କାର୍ଯ୍ୟାଳୟ ବନ୍ଦ ରହିଛି । ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଛି । ଏହି ଦାବିକୁ ସମର୍ଥନ କରି ସହରର ବିଭିନ୍ନ ବ୍ୟବସାୟିକ ଅନୁଷ୍ଠାନ ସହ ଅନେକ ସ୍ବେଛାସେବୀ ଏବଂ ସାମାଜିକ ସଂଗଠନ ନିଜର ସମର୍ଥନ ଜଣାଇଛନ୍ତି । ସୁରକ୍ଷା ବ୍ୟବସ୍ଥାକୁ ନଜରରେ ରଖି ପୋଲିସ ଫୋର୍ସ ମୁତୟନ କରାଯାଇଛି ।

 

Leave a Reply

Your email address will not be published. Required fields are marked *