ରାଜ୍ୟ

ରାଜ୍ୟରେ ୩ ରୁ ୪ ଡ଼ିଗ୍ରୀ ହ୍ରାସ ପାଇଛି ତାପମାତ୍ରା

Spread the love

ଆଗାମୀ ୩ ଦିନ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବା ନେଇ ଆଗୁଆ ଆକଳନ କରିଛି ପାଣିପାଗ ବିଭାଗ । ଦିନ ତାପମାତ୍ରା ସହ ରାତି ତାପମାତ୍ରା ହ୍ରାସ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ରୁ ୪ ଡ଼ିଗ୍ରୀ ହ୍ରାସ ପାଇଛି ତାପମାତ୍ରା ।  ପୂର୍ବ ଉପକୂଳ ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶାରେ ଦିନ ତାପମାତ୍ରା ସ୍ବାଭାବିକ ରହୁଛି ।ଯାହାର ପ୍ରଭାବରେ ରାଜ୍ୟରେ ହାଲୁକା ଶୀତ ଅନୁଭବ ହେଉଛି । ଆଜି ଗଞ୍ଜାମ ଗଜପତି, ନୟାଗଡ଼,ପୁରୀରେ ଘନ କୁହୁଡି ନେଇ ସତର୍କ ସୂଚନା ଜାରି ହୋଇଛି । ୧୧ ତାରିଖ ପରେ ବଢିପାରେ ତାପମାତ୍ରା ବୋଲି ଆକଳନ କରାଯାଇଛି ।

Leave a Reply

Your email address will not be published. Required fields are marked *