ରାଜ୍ୟ

ଆଜି ପୁରୀରେ ବସିବ ପଞ୍ଜିକା ସମୀକରଣ ବୈଠକ

Spread the love

ଦିନ ୧୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପଞ୍ଜିକା ସମୀକରଣ ବୈଠକ ବସିବ ।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ବିଭିନ୍ନ ପଞ୍ଜିକାରେ ତ୍ରୁଟି ନେଇ ପୂର୍ବରୁ ବିବାଦ ଦେଖାଦେଇଛି । ତେବେ ଏହି ବୈଠକରେ ନୀତି ପ୍ରଶାସକଙ୍କ ସହ ପଞ୍ଜିକାର, ପୂଜାପଣ୍ଡା ଓ ମୁକ୍ତିମଣ୍ଡପ ସଦସ୍ୟ ଏହି ବୈଠକରେ ଉପସ୍ଥିତ ରହିବେ ।ତେବେ ଆଜିର ବୈଠକରେ ଏପ୍ରସଙ୍ଗରେ ସବିଶେଷ ଆଲୋଚନା କରାଯିବ ।

Leave a Reply

Your email address will not be published. Required fields are marked *