ରାଜ୍ୟ

ଉତ୍ତମ ମହାନ୍ତିଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Spread the love

ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଉତ୍ତମଙ୍କ ଚିକିତ୍ସା ସମ୍ପର୍କରେ ଡାକ୍ତରଙ୍କ ପାଖରୁ ବୁଝିଛନ୍ତି କେନ୍ଦ୍ରମନ୍ତ୍ରୀ । ଏଥିସହ ଉତ୍ତମ ମହାନ୍ତିଙ୍କ ପୁଅ ବାବୁସାନଙ୍କ ସହ କଥା ହୋଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଚିକିତ୍ସା ପାଇଁ ଯାହା ଆବଶ୍ୟକ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ଉତ୍ତମ ମହାନ୍ତିଙ୍କୁ ଶନିବାର ଭୁବନେଶ୍ବରରୁ ଏୟାରଲିଫ୍ଟ କରାଯାଇ ଦିଲ୍ଲୀ ନିଆଯାଇଛି । ତା ପୂର୍ବରୁ ସେ ଭୁବନେଶ୍ବ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।  ଓଲିଉଡ୍ ଓ ଶୁଭେଛୁମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave a Reply

Your email address will not be published. Required fields are marked *