odisha

ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର

Spread the love

କେନ୍ଦୁଝର ଜିଲ୍ଲା ଭୂଅର୍ଜନ (ସାଧାରଣ) ଉପବିଭାଗର ଡେପୁଟି କଲେକ୍ଟର ଶରତ ଗିରି ୫୦ ହଜାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି ।  ଚିତ୍ରସେନ ବ୍ରହ୍ମଙ୍କଠାରୁ ୨୦ ନମ୍ବର ଜାତୀୟ ରାଜପଥ ବନାଯୋଡ଼ି ନିକଟରେ ଥିବା ୮ ଲେନ୍ ବିଶିଷ୍ଟ ଜାତୀୟ ରାଜପଥ ପାଇଁ ପାଖାପାଖି ୭ ଲକ୍ଷ ଟଙ୍କା ଧାର୍ଯ୍ୟ ହୋଇଥିବା ବେଳେ, ସେଥିରୁ ୧୦ପ୍ରତିଶତ ଟଙ୍କା ଲାଞ୍ଚ ହିସାବରେ ଚିତ୍ରସେନଙ୍କୁ ମାଗିଥିଲେ ଡେପୁଟି କଲେକ୍ଟର ଶରତ ଗିରି ।  ଆଜି ସେଥିରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।

Leave a Reply

Your email address will not be published. Required fields are marked *