ରାଜ୍ୟ

ମାଓବାଦୀଙ୍କ ନୃଶଂସ କାଣ୍ଡ

Spread the love

ଛତିଶଗଡ଼ ବିଜାପୁର କୁସଲନାର ଗାଁରେ ୨ ଜଣଙ୍କୁ ହତ୍ୟା କଲେ ଲାଲବାହିନୀ । ଜଣେ ଶିକ୍ଷକଙ୍କ ସମେତ ୨ ଜଣଙ୍କୁ ହତ୍ୟା କରିଛନ୍ତି । ପଞ୍ଚାୟତ ନିର୍ବାଚନକୁ ବର୍ଜନ କରିବାକୁ ଆହ୍ବାନ ଦେଇଛନ୍ତି ମାଓବାଦୀ । ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି । ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜୋରଦାର ସର୍ଚ୍ଚ ଅପରେସନ କରାଯାଉଛି ।

Leave a Reply

Your email address will not be published. Required fields are marked *