ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ନୂଆ ଅତିଥି
ନନ୍ଦନକାନନରେ ମୋଟ ବାଘ ସଂଖ୍ୟା୨୮କୁ ବୃଦ୍ଧି ପାଇଛି । ତୃତୀୟ ଥର ପାଇଁ ମା ହୋଇଛି ବାଘୁଣୀ ଅଙ୍କିତା । ସେ ଶାବକକୁ ଜନ୍ମ ଦେଇଛି ।ଗୋଟିଏ ଶାବକକୁ ଜନ୍ମ ଦେଇଛି ବାଘୁଣୀ ଅଙ୍କିତା । କିଛି ମାସ ତଳେ ନନ୍ଦନକାନନରେ ମହାବଳ ବାଘ ସେଫ ସହିତ କରାଯାଇଥିଲା ମିଳନ ।ସିସିଟିଭି ଜରିଆରେ ବାଘକୁ ନିରୀକ୍ଷଣ କରାଯାଉଛି।ଏନେଇ ନନ୍ଦନକାନନର ଉପ ନିର୍ଦ୍ଦେଶକ ସନଥ କୁମାର ନାରାୟଣ ସୂଚନା ଦେଇଛନ୍ତି ।

