ଦେଶ ବିଦେଶ

ଚାଷୀଙ୍କ ପାଇଁ ଖୁସି ଖବର

Spread the love

ଆଜି କୃଷକଙ୍କ ଖାତାକୁ ଆସିବ ପିଏମ୍‌ କିଷାନ ଟଙ୍କା ।  ବିହାରରୁ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ର ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ ପ୍ରଧାନମନ୍ତ୍ରୀ ମୋଦି ।  ଦେଶର ପ୍ରାୟ ୯ କୋଟି ଚାଷୀଙ୍କ ଖାତାକୁ ଆସିବ ୨ ହଜାର ଲେଖାଏଁ ଟଙ୍କା ।  ପିଏମ ମୋଦି ଡିବିଟି ଜରିଆରେ ୯.୫ କୋଟି ଚାଷୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ପଠାଇବେ । ଏହି ଯୋଜନାରେ ଚାଷୀଙ୍କୁ ପ୍ରତିବର୍ଷ ୩ଟି କିସ୍ତିରେ ୬ ହଜାର ଟଙ୍କା ପ୍ରଦାନ କରାଯାଉଛି। ପିଏମ କିଷାନ ଯୋଜନା ହେଉଛି ଏକ କେନ୍ଦ୍ରୀୟ କୃଷି କଲ୍ୟାଣ ଯୋଜନା।

Leave a Reply

Your email address will not be published. Required fields are marked *