ଦେଶ ବିଦେଶ

ମହାକୁମ୍ଭ ସରିବା ପରେ ଘାଟ ସଫା କଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

Spread the love

ମହାକୁମ୍ଭ ସରିବା ପରେ ପ୍ରୟାଗରାଜ ଘାଟରେ ଝାଡୁ ଧରି ସଫେଇ କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ମୁଖ୍ୟମନ୍ତ୍ରୀ ଯୋଗୀ ମହାକୁମ୍ଭରେ ସେବା ଦେଉଥିବା ସଫେଇ କର୍ମଚାରୀଙ୍କୁ ୧୦ ହଜାର ଟଙ୍କା ବୋନସ ଦେବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହିତ ଡଙ୍ଗା ଚାଳକଙ୍କୁ ୫ ଲକ୍ଷ ଟଙ୍କାର ବୀମା ଯୋଜନା ଦିଆଯିବ ବୋଲି କହିଛନ୍ତି । ଡଙ୍ଗା କିଣିବା ପାଇଁ ଧନରାଶି ଦିଆଯିବ ବୋଲି କହିଛନ୍ତି । ଯେଉଁମାନଙ୍କ ପାଖରେ ସ୍ବାସ୍ଥ୍ୟବୀମା ନାହିଁ ତାଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ ବୋଲି କହିଛନ୍ତି ।

Leave a Reply

Your email address will not be published. Required fields are marked *