ରାଜ୍ୟ

କେନ୍ଦୁଝରର ପାଟଣାରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ

Spread the love

କେନ୍ଦୁଝରର ପାଟଣାରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ।  ୪୦ ହଜାର କୋଟି ଟଙ୍କା ବ୍ୟୟରେ ବାର୍ଷିକ ୫ମିଲିଟନ ଟନ ଷ୍ଟିଲ ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଚମ୍ପୁଆର ଚନ୍ଦ୍ରଶେଖର ମହାବିଦ୍ୟାଳୟ ବାର୍ଷିକ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଜେଏସଡବ୍ଲ୍ୟୁ ଓ ପୋସ୍କୋ ସହ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ନେଇ ଏମଓୟୁ ସ୍ବାକ୍ଷର ହୋଇଛି ।ଏହା ସହ ଚମ୍ପୁଆ ଚନ୍ଦ୍ରଶେଖର ମହାବିଦ୍ୟାଳୟକକୁ ୪ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି ।  ଏହାକୁ ଏକ ଅଟୋନୋମସ କଲେଜ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Leave a Reply

Your email address will not be published. Required fields are marked *