ରାଜ୍ୟ

ଓଡ଼ିଆ ସିନେ ଅଭିନେତା ଉତ୍ତମ ମହାନ୍ତିଙ୍କ ଏକାଦଶାହ ପାଳିତ

Spread the love

ଭୁବନେଶ୍ବରରେ ଉତ୍ତମଙ୍କ ଏକାଦଶାହରେ ଏକ ସ୍ମୃତିସଭାର ଆୟୋଜନ କରାଯାଇଥିଲା ।  ଏଥିରେ ବହୁ କଳାକାର, ସିନେପ୍ରେମୀ ଯୋଗ ଦେଇ ଉତ୍ତମ ମହାନ୍ତିଙ୍କ ପରିବାରବର୍ଗଙ୍କୁ ସାନ୍ତ୍ବନା ଦେବା ସହିତ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।ବିରୋଧୀ ଦଳନେତା  ନବୀନ ପଟ୍ଟନାୟକ ଏଥିରେ ଯୋଗ ଦେଇ ଉତ୍ତମ ମହାନ୍ତିଙ୍କର ଫଟୋଚିତ୍ର ପରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ପୁଅ ବାବୁସାନ୍ ଙ୍କ ସହ ଆଲୋଚନା କରିଥିଲେ।କିଟ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଓ କାଦମ୍ବିନୀ ସମ୍ପାଦିକା ଇତି ସାମନ୍ତ ଯୋଗ ଦେଇ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ବନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *