ରାଜ୍ୟ

ଆଗାମୀ ୪ରୁ ୫ ଦିନ ଭିତରେ ବୃଦ୍ଧି ପାଇବ ତାପମାତ୍ରା

Spread the love

ଆହୁରି ବଢ଼ିବ ତାତି ।ଦିନ ତାପମାତ୍ରା ୩ରୁ ୫ ଡିଗ୍ରି ସେଲସିୟସ ବୃଦ୍ଧି ପାଇବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ସେଲସିୟସ କିମ୍ବା ତାଠୁ ଅଧିକ ରେକର୍ଡ ହୋଇଛି ।ଏସବୁ ଜିଲ୍ଲାରେ ଆଗାମୀ ୪ରୁ ୫ ଦିନ ଭିତରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଟପିବାର ଆଶଙ୍କା ରହିଛି । ସେହିପରି ରାତି ତାପମାତ୍ରା ୨ରୁ ୪ ଡିଗ୍ରି ସେଲସିୟସ ବୃଦ୍ଧିର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।ତାତିକୁ ଆଖିରେ ରଖି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି SRC ।

Leave a Reply

Your email address will not be published. Required fields are marked *