ରାଜ୍ୟ

୬ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ

Spread the love

ମାର୍ଚ୍ଚରେ ୪୦ ଟପିବ ତାପମାତ୍ରା ।  କିଛି ଦିନ ପାଗ ସାମାନ୍ୟ ଥଣ୍ଡା ରହିବା ପରେ ତାତି ପୁଣି ବଢ଼ିଛି ।  ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ତାପମାତ୍ରା ଧୀରେ ଧୀରେ ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ। ଆସନ୍ତା ୧୩ ଓ ୧୪ ତାରିଖରେ ୬ଜିଲ୍ଲା ପାଇଁ ହିଟ ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ସମ୍ବଲପୁର, କଳାହାଣ୍ଡି ,ଝାରସୁଗୁଡା ବଲାଙ୍ଗୀର,ବୌଦ୍ଧ ଓ ସୋନପୁରରେ ଗ୍ରୀଷ୍ମଲହରୀ ନେଇ ଚେତାବନୀ ଜାରି କରାଯାଇଛି ।ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶ୍ରମ ବିଭାଗ ପକ୍ଷରୁ ଦିନ ଗୋଟାଏ ପରେ ଶ୍ରମିକ ମାନେ କାମ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯିବ ।

Leave a Reply

Your email address will not be published. Required fields are marked *