ରାଜ୍ୟ

ରାଜ୍ୟରେ ଅଣ୍ଡାର ଅଭାବ

Spread the love

ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି | ଏକ କୋଟି ୧୦ ହଜାର ଅଣ୍ଡା ଦୈନିକ ଉତ୍ପାଦନ ରାଜ୍ୟରେ ହେଉଛି | ବିଧାନସଭାରେ ପ୍ରଶ୍ନକାଳ ସମୟରେ କିଛି ଏଭଳି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ | ସେ କହିଛନ୍ତି ଯେ ରାଜ୍ୟରେ ଅଣ୍ଡାର ଅଭାବ ରହୁଛି | ସେ କହିଛନ୍ତି ଯେ ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି | ଏକ କୋଟି ୧୦ ହଜାର ଅଣ୍ଡା ଦୈନିକ ଉତ୍ପାଦନ ରାଜ୍ୟରେ ହେଉଛି | ଆହୁରି ୧ କୋଟି ୯୦ ଲକ୍ଷ ଆବଶ୍ୟକ ରହୁଛି | ଆଗକୁ ବିଭିନ୍ନ ଯୋଜନା ମାଧ୍ୟମରେ ଅଣ୍ଡା ଉତ୍ପାଦନ କରିବା ପାଇଁ ସରକାର ଯୋଜନା କରୁଛନ୍ତି |

Leave a Reply

Your email address will not be published. Required fields are marked *