ରାଜ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କଲେ ଗଜପତି ମହାରାଜ ଦିବ୍ୟସିଂହ ଦେବ

Spread the love

ପରିକ୍ରମା ପ୍ରକଳ୍ପ ବୁଲିଲେ ଗଜପତି ।ମହପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ମଧ୍ୟ ବୁଲିଲେ । ଗଜପତି ମହାରାଜଙ୍କ ସହ ଉପସ୍ଥିତ ଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ଜିଲ୍ଲାପାଳ, ଏସପି ଓ ଅନ୍ୟ ଅଧିକାରୀ । ପ୍ରରିକ୍ରମା ପ୍ରକଳ୍ପ ସହ ଗୁଣ୍ଡିଚା ମନ୍ଦିର ମଧ୍ୟ ବୁଲି ଅନୁଧ୍ୟାନ କଲେ ଗଜପତି ମହାରାଜ ।ଅନୁଧ୍ୟାନ କରିବା ପରେ ଗଜପତି ମହାରାଜ କହିଛନ୍ତି ଉତ୍ତର ଦ୍ଵାର ବାହାରେ ଅନ୍ନକ୍ଷେତ୍ର କରିବାକୁ ଯୋଜନା କରାଯାଉଛି । ଭକ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବାରୁ ଆନନ୍ଦ ବଜାରରେ ପ୍ରସାଦ ସେବନର ସୁବିଧା ହୋଇପାରୁନି । ଉତ୍ତର ଦ୍ଵାର ବାହାରେ ବିଶିଷ୍ଟ ଜାଗାରେ ଅନ୍ନକ୍ଷେତ୍ର କରିବାକୁ ଯୋଜନା ରହିଛି । ଯେଉଁଠି ଭକ୍ତମାନେ ସୁବିଧାରେ ମହାପ୍ରସାଦ ସେବନ କରିପାରିବେ ।

Leave a Reply

Your email address will not be published. Required fields are marked *