odisha

ପର୍ଯ୍ୟଟକଙ୍କ ପାଇଁ ଦୁଇ ଦିନ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

Spread the love

କାଳବୈଶାଖୀ ପାଇଁ ଦୁଇ ଦିନ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ଆଜିବି ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ଏଥିପାଇଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଶିମିଳିପାଳ ଅଭୟାରଣ୍ୟକୁ ପ୍ରବେଶ ବନ୍ଦ କରଯାଇଛି । ପ୍ରବଳ ବର୍ଷା ଓ ବଜ୍ରପାତ ପୂର୍ବାନୁମାନ ଯୋଗୁଁ ମାର୍ଚ୍ଚ ୨୨ ଓ ୨୩ ତାରିଖ ଶିମିଳିପାଳ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଏନେଇ ସୂଚନା ଦେଇଛନ୍ତି ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗୀନେନି ।

Leave a Reply

Your email address will not be published. Required fields are marked *