୨୨ ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲା ଏସପିଙ୍କ ନିକଟରେ ୨୨ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାଁରେ ୧୧ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷିତ ଥିଲା । ମାଓବାଦୀ ଛତିଶଗଡର ମାଓ ପୂନର୍ବାସ ଏବଂ ଥଇଥାନ ନୀତିରେ ଆକର୍ଷିତ ହୋଇ ଆତ୍ମସମର୍ପଣ କରିଛନ୍ତି ।