odisha

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଚାଲିଲା ପ୍ରସ୍ତୁତି

Spread the love

ରଥଯାତ୍ରା ପାଇଁ ଚାଲିଲା ପ୍ରସ୍ତୁତି । ଘୋଷଯାତ୍ରା ପାଇଁ ବରଗଡ଼ରୁ ପୁରୀ ଯିବ ରଥକାଠ । ଏନେଇ ବରଗଡ଼ରେ ପୁରୀ ଶ୍ରୀମନ୍ଦିରର ୫ଜଣିଆ ଟିମ୍‌‌ ପହଞ୍ଚିଛନ୍ତି । ଏହି ୫ଜଣିଆ ଟିମ୍‌‌ ପଦ୍ମପୁର ଜଙ୍ଗଲରେ ରଥକାଠ ପାଇଁ ସର୍ଭେକ୍ଷଣ କରିବେ । ସର୍ବେକ୍ଷଣ ସମୟରେ ଏହି ଟିମ୍‌‌ ସହିତ ବରଗଡ଼଼ ଡିଏଫ୍‌‌ଓ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *