odisha

ଶ୍ରୀମନ୍ଦିରରେ ‘ଛୁଆଁ ମହାସ୍ନାନ’ ନୀତି

Spread the love

ସକାଳ ୬ .୫୦ ସମୟରେ ମଙ୍ଗଳ ଆଳତୀ ପରେ ମଇଲମ ଚାଲିଥିବା ଅବସ୍ଥାରେ ପାଳିଆ ସେବକଙ୍କୁ ସେବାୟତ ଛୁଇଁଦେବା କାରଣରୁ ଏହି ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ମଇଲମ ନୀତି ଚାଲୁଥିବା ବେଳେ ସେବାୟତ ଆସି ଛୁଇଁ ଦେଇଥିଲେ । ତେବେ ମହାପ୍ରଭୁଙ୍କର ମହାସ୍ନାନ ନୀତି ପାଇଁ ୧ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇଛି । ତେବେ ମହାସ୍ନାନ ନୀତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କର ଦର୍ଶନ କରିପାରିବେ ଭକ୍ତ ।

Leave a Reply

Your email address will not be published. Required fields are marked *