odisha

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦରରେ ପରିବର୍ତ୍ତନ

Spread the love

ଆଜି ଦେଶର କିଛି ସ୍ଥାନରେ ତୈଳ ଦର ସ୍ଥିର ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ତୈଳଦରରେ ପରିବର୍ତ୍ତନ ହୋଇଛି । ଭୁବନେଶ୍ୱର ପେଟ୍ରୋଲ ଦରରେ ମଧ୍ୟ ନୂଆ ଦର ଜାରି ହୋଇଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧. ୧୦ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୬୮ ପଇସା ରହିଛି । ଏପରିକି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।

Leave a Reply

Your email address will not be published. Required fields are marked *