ମୁଖ୍ୟ ଖବର

ଅମର୍ଦ୍ଦା ଷ୍ଟେସନରେ କୋଇଲା ଟ୍ରେନ୍‌‌ରେ ନିଆଁ

Spread the love

ଅମର୍ଦ୍ଦା ଷ୍ଟେସନରେ କୋଇଲା ବୋଝେଇ ଟ୍ରେନ୍‌‌ରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ଖବର ପାଇ ରେଲୱେ ପୁଲିସ, ବରିଷ୍ଠ ରେଳ ଅଧିକାରୀ ଏବଂ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ ଜାରି ରଖିଛି। ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି, ତେବେ କ୍ଷୟକ୍ଷତିର ଆକଳନ କରାଯାଇପାରିନାହିଁ।

Leave a Reply

Your email address will not be published. Required fields are marked *