odisha

ବିଧାନସଭାରୁ ୧୨ ବିଧାୟକ ନିଲମ୍ବିତ ଘଟଣା

Spread the love

ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଛକରେ କଂଗ୍ରେସ କର୍ମୀଙ୍କ ସହ ଧାରଣାରେ ବସିଛନ୍ତି ବିଧାୟକ । ଗତକାଲି ରାତିରୁ ରାସ୍ତା ଉପରେ ଶୋଇ ଧାରଣା ଦେଇଛନ୍ତି । ବିଧାନସଭାରେ ବିରୋଧ କରାଯାଉଥିବାବେଳେ ପୋଲିସ ଜୋର ଜବରଦସ୍ତି ବିଧାୟକଙ୍କୁ ବିଧାନସଭାରୁ ବାହାର କରିଦେଇଛନ୍ତି ବୋଲି କଂଗ୍ରେସ ବିଧାୟକ ଅଭିଯୋଗ କରିଛନ୍ତି ।ଗୃହ ଭିତରେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରିବା ନେଇ କଂଗ୍ରେସର ୧୨ ବିଧାୟକଙ୍କୁ ୭ ଦିନ ପାଇଁ ବିଧାନସଭାରୁ ନିଲମ୍ବନ କରାଯାଇଛି ।  ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ ଶାସକ ଦଳର ଅଭିଯୋଗ ପରେ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *