ରାଜ୍ୟ

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର

Spread the love

ଭୁବନେଶ୍ବର ଜଳଯୋଗାଣ ଓ ସ୍ବରେଜ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍ । ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ ।  ଚଢାଉରେ ୭ ଡିଏସପି, ୯ ଇନସ୍ପେକ୍ଟର, ୧୦ ଏଏସଆଇ ସାମିଲ ହୋଇଛନ୍ତି । ତେବେ ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

Leave a Reply

Your email address will not be published. Required fields are marked *