ମୁଖ୍ୟ ଖବର

ସରକାରୀ ଚାକିରିଆଙ୍କ ପାଇଁ ବଡ ଖବର

Spread the love

ଆସନ୍ତା ଏପ୍ରିଲ ୧୪ ତାରିଖରେ ଛୁଟି ରହିବ ସମସ୍ତ ସରକାରୀ ଅଫିସ୍ । ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ ସରକାର । ବି.ଆର୍ ଆମ୍ବେଦକରଙ୍କ ଜୟନ୍ତୀ ପାଇଁ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର ।ଯଦି କୌଣସି ସରକାରୀ ଅଫିସରେ କାମ ଅଛି ଏବଂ କୌଣସି ବ୍ୟକ୍ତି ଏପ୍ରିଲ ୧୪ତାରିଖରେ କାମ କରିବାକୁ ପ୍ଲାନ୍ କରିଛନ୍ତି ତେବେ ଜାଣି ରଖନ୍ତୁ ଏପ୍ରିଲ ୧୪ ତାରିଖରେ ସରକାରୀ କାର୍ଯ୍ୟାଳୟ ଓ ଶିଳ୍ପାନୁଷ୍ଠାନ ବନ୍ଦ ରହିବ ।

Leave a Reply

Your email address will not be published. Required fields are marked *